Monday, October 5, 2026
24.7 C
Odisha

    ଜଳପ୍ରପାତରେ ବୁଡ଼ି SI ନିଖୋଜ , ଗତକାଲି ପିକନିକ୍ କରିବାକୁ ଆସିଥିଲେ

    ଆଗକୁ ପଢନ୍ତୁ

    କୋରାପୁଟ: ଜଳପ୍ରପାତରେ ବୁଡ଼ି SI ନିଖୋଜ । କୋରାପୁଟ ଜିଲ୍ଲା କୋଟପାଡ଼ ଗୁଲୁମୀ ଜଳପ୍ରପାତରେ ଅଘଟଣ ଘଟିଛି । ନିଖୋଜ ଏସଆଇ ହେଲେ ଛତିଶଗଡ଼ ନଗରନାର ଥାନାର ଆକାଶ ଚୌଧୁରୀ । ଗତକାଲି ୫ଜଣ ପିକନିକ୍ କରିବାକୁ ଆସିଥିଲେ । ସେମାନଙ୍କ ମଧ୍ୟରୁ ଆକାଶ ଚୌଧୁରୀ ଜଳପ୍ରପାତରେ ବୁଡିଯାଇଥିଲେ । ଏପର୍ଯ୍ୟନ୍ତ କୌଣସି ସନ୍ଧାନ ମିଳିନି । କୋଟପାଡ ଅଗ୍ନିଶମବାହିନୀ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    80 %
    1.3kmh
    0 %
    Mon
    24 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ