Monday, October 12, 2026
28 C
Odisha

    ଜଷ୍ଟିସ ବିଶ୍ବନାଥ ରଥ ହେଲେ ଓଡ଼ିଶା ଆଇନ କମିଶନର ଅଧ୍ୟକ୍ଷ

    ଆଗକୁ ପଢନ୍ତୁ

    କଟକ : ରାଜ୍ୟର ନୂଆ ଆଇନ କମିଶନ ଗଠନ । ନବଗଠିତ ଲ କମିସନର ଅଧ୍ୟକ୍ଷ ରହିଛନ୍ତି ଜଷ୍ଟିସ ବିଶ୍ବନାଥ ରଥ । ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ବିଶ୍ବନାଥ ରଥଙ୍କୁ ଓଡ଼ିଶା ଆଇନ କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛି ରାଜ୍ୟ ଆଇନ ବିଭାଗ ।

    ଏଥିରେ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଓ ଆଇନ ବିଭାଗ ପ୍ରମୁଖ ସଚିବ ସଦସ୍ୟ ରହିଛନ୍ତି । ସେହିପରି ବରିଷ୍ଟ ଆଇନଜୀବୀ ସୂର୍ଯ୍ୟଚନ୍ଦ୍ର ମିଶ୍ର ଓ ସୌରଚନ୍ଦ୍ର ମହାପାତ୍ର ମଧ୍ୟ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟ ଆଇନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    69 %
    1.4kmh
    4 %
    Mon
    25 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ