Monday, September 21, 2026
27.9 C
Odisha

    ଜାଡରେ ଥରୁଛି ସାରା ଓଡ଼ିଶା, ରାଜ୍ୟର ୧୦ ସହରରେ ତାପମାତ୍ରା ୧୨ ଡିଗ୍ରୀ ତଳେ ରେକର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବର   :   ଜାଡରେ ଥରୁଛି ସାରା ଓଡ଼ିଶା । ରାଜ୍ୟର ୧୦ ସହରରେ ତାପମାତ୍ରା ୧୨ ଡିଗ୍ରୀ ତଳେ ରେକର୍ଡ ହୋଇଛି। ଫଳରେ ରାଜ୍ୟରେ ପ୍ରବଳ ଶୀତ ଅନୁଭୁତ ହେଉଛି । ସେମିଳିଗୁଡାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୬.୫ ଡିଗ୍ରୀ ରେକର୍ଡ ହୋଇଛି। ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ରାତି ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମ ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବାଭାବିକ ଠାରୁ ୩ରୁ ୬ ଡିଗ୍ରୀ ଯାଏଁ କମ ରେକର୍ଡ କରାଯାଇଛି। ରାଜଧାନୀ ଭୁବନେଶ୍ବରରେ ତଳମୁହାଁ ହୋଇଛି ପାରଦ। ୩ ଦିନରେ ୧.୨ ଡିଗ୍ରୀକୁ ଖସିଛି ତାପମାତ୍ରା। ଆଜି ୧୪.୮ ଡିଗ୍ରୀ ରେକର୍ଡ କରାଯାଇଛି। ଆସନ୍ତା ଦୁଇ ଦିନ ଆହୁରି ତାପମାତ୍ରା କମିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.9 ° C
    27.9 °
    27.9 °
    75 %
    1.5kmh
    98 %
    Mon
    29 °
    Tue
    28 °
    Wed
    28 °
    Thu
    24 °
    Fri
    24 °

    ସମ୍ବନ୍ଧିତ