Wednesday, October 7, 2026
23.2 C
Odisha

    ଜାନୁଆରି ୩୧ରୁ ସଂସଦର ବଜେଟ୍ ଅଧିବେଶନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ ଆରମ୍ଭ ହେବ। ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ ଏବଂ ଫେବ୍ରୁଆରି ପହିଲାରେ ବଜେଟ୍ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ । ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରି ୩୧ରୁ ଫେବ୍ରୁଆରି ୧୩ ଏବଂ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଲୋକସଭାରେ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ। ପ୍ରତିଥର ଭଳି ଏଥର ମଧ୍ୟ ଅର୍ଥମନ୍ତ୍ରୀ ଫେବ୍ରୁଆରି ପହିଲାରେ ସାଧାରଣ ବଜେଟ୍ ଉପସ୍ଥାପନ କରିବେ।

    ସଂସଦର ଉଭୟ ଗୃହର ମିଳିତ ଅଧିବେଶନ ପରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରାଯିବ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ଦିଲ୍ଲୀ ନିର୍ବାଚନ ଦିନ ସଂସଦର କୌଣସି କାର୍ଯ୍ୟକଳାପ ହେବ ନାହିଁ। ଫେବ୍ରୁଆରି ୩ ତାରିଖରୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ଆରମ୍ଭ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.2 ° C
    23.2 °
    23.2 °
    89 %
    1.8kmh
    0 %
    Wed
    23 °
    Thu
    30 °
    Fri
    29 °
    Sat
    30 °
    Sun
    30 °

    ସମ୍ବନ୍ଧିତ