Saturday, March 21, 2026
19 C
Odisha

    ଜାନୁଆରୀ ଶେଷ ସୁଦ୍ଧା ସରିବ ରତ୍ନଭଣ୍ଡାର ଅଳଙ୍କାର ଗଣତି

    ଆଗକୁ ପଢନ୍ତୁ

    ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୋମବାର ରତ୍ନଭଣ୍ଡାର ଅଳଙ୍କାର ଗଣତିକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ରତ୍ନଭଣ୍ଡାରର ଗଣତି ମଣତି ଶେଷ ହେବ। କାର୍ତ୍ତିକ ମାସ ପାଇଁ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହୋଇ ନ ଥିଲା। ଏବେ କାର୍ତ୍ତିକ ଶେଷ ହୋଇଥିବାରୁ ଏଏସ୍‌ଆଇ ମରାମତି ଆରମ୍ଭ କରିବ ବୋଲି ମନ୍ତ୍ରୀ କହିଛନ୍ତି। ଏନେଇ ଏଏସ୍‌ଆଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19 ° C
    19 °
    19 °
    81 %
    1.2kmh
    10 %
    Sat
    32 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ