Sunday, October 4, 2026
30.6 C
Odisha

    ଜାଲରେ ପଡ଼ିଲା ମଣିଷ ମୃତଦେହ

    ଆଗକୁ ପଢନ୍ତୁ

    ପାରାଦୀପ: ଜଗତସିଂହପୁର ଜିଲା ପାରାଦୀପ ଜଟାଧାର ମୁହାଣ ନିକଟ ସମୁଦ୍ରରେ ରବିବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ମତ୍ସ୍ୟଜୀବୀଙ୍କ ଜାଲରେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଛି। ହେଲେ ବ୍ୟକ୍ତି ପରିଚୟ ମିଳିପାରି ନାହିଁ। ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଖବର ପାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଛି। ଏପରିକି ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ