Monday, October 19, 2026
21.9 C
Odisha

    ଜୁନ୍ ୧୮ରେ ହେବ ରାଜ୍ୟସଭା ଉପନିର୍ବାଚନ, ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି । ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫା ଦେବା ପରେ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି । ଖାଲି ହୋଇଥିବା ଗୋଟିଏ ଆସନ ପାଇଁ ହେବ ନିର୍ବାଚନ । ୧୮ ଜୁନରେ ହେବ ରାଜ୍ୟସଭା ଉପନିର୍ବାଚନ। ଜୁନ ୧୮ ତାରିଖ ସକାଳ ୯ ରୁ ଅପରାହ୍ନ ୪ଟା ମଧ୍ୟରେ ଭୋଟ ଗ୍ରହଣ । ଅପରାହ୍ନ ୫ ଟାରେ ଭୋଟ ଗଣତି ବୋଲି କହିଛି ECI । ଜୁନ୍ ୧ରେ ବିଧିବଦ୍ଧ ବିଜ୍ଞପ୍ତି ଏବଂ ୮ ରେ ନାମାଙ୍କନ ଦାଖଲର ଶେଷ ତାରିଖ । ଜୁନ୍ ୯ରେ ପ୍ରାର୍ଥୀପତ୍ର ଯାଞ୍ଚ ଓ ୧୧ରେ ପ୍ରତ୍ୟାହାର। ଜୁନ ୧୧ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ । ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ବିଜେପିରେ ସାମିଲ ହୋଇଥିବା ବିଜ୍ଞପ୍ତି ଦେଇଥିଲେ । ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ