Monday, October 5, 2026
29.8 C
Odisha

    ଜୁନ୍‌ ୨୧ରେ ହେବ ଓଟିଇଟି ପରୀକ୍ଷା

    ଆଗକୁ ପଢନ୍ତୁ

    କଟକ   : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ଟେଷ୍ଟ (ଓଟିଇଟି) ଜୁନ୍‌ ୨୧ ତାରିଖରେ ଅନୁଷ୍ଠିତ ହେବ। ପ୍ରଥମେ ପେପର-୧ ସକାଳ ୯ଟାରୁ ୧୧.୩୦ ଏବଂ ପେପର-୨ ପରୀକ୍ଷା ଅପରାହ୍ଣ ୨ଟାରୁ ୪.୩୦ ପର୍ଯ୍ୟନ୍ତ ହେବ। ଜୁନ୍‌ ୯ରୁ ବୋର୍ଡ ୱେବ୍‌ସାଇଟ୍‌ www.bseodisha.nic.in. ରେ ଆଡମିଟ୍‌ କାର୍ଡ ଉପଲବ୍ଧ ରହିବ। ଆଶାୟୀମାନେ ସେଠାରୁ ଡାଉନ୍‌ଲୋଡ କରିବା ନେଇ ବୋର୍ଡ ପକ୍ଷରୁ ଗତକାଲି ବିଜ୍ଞପ୍ତି ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.8 ° C
    29.8 °
    29.8 °
    52 %
    1.6kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ