Saturday, February 21, 2026
33.5 C
Odisha

    ଜୁନ୍ ୩୦ରେ ଭୁବନେଶ୍ୱର ବିମାନ ବନ୍ଦରରେ ହବ ରିହାର୍ସଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ପରେ ଆଲର୍ଟରେ ଭୁବନେଶ୍ୱର ଏୟାରପୋର୍ଟ । ଭୁବନେଶ୍ୱର ବିମାନବନ୍ଦରରେ ହେବ ରିହର୍ସାଲ । ଜରୁରିକାଳୀନ ରିହର୍ସାଲ କରିବାକୁ ନିର୍ଦ୍ଦେଶ ଦେଇଛି DGCA । ଫୁଲସ୍କେଲ ରିହର୍ସାଲ ସମୟରେ ପୋଲିସ, ମେଡିକାଲ ଟିମ ଓ ଅଗ୍ନିଶମବାହିନୀ ଉପସ୍ଥିତ ରହିବେ । ବେଆଇନ କୋଠା ଉଚ୍ଛେଦ ଓ ଗଛ କାଟିବାକୁ ବିଏମସିକୁ କୁହାଯିବ ।

    ଏହି ରିହାର୍ସଲ ଜୁନ୍ ୩୦ରେ ହେବ । ଏଥିରେ ପୋଲିସ, ମେଡିକାଲ ଓ ଅଗ୍ନିଶମ ଉପସ୍ଥିତ ରହିବେ । ଅହମ୍ମଦାବାଦ ପ୍ଲେନ କ୍ରାସ ପରେ ଭୁବନେଶ୍ୱର ବିମାନ ବନ୍ଦରରେ ଏଭଳି ସିକ୍ୟୁରିଟି ପ୍ରୋଗ୍ରାମ କରାଯିବ । ବିମାନ ବନ୍ଦର ଆଖପାଖରେ ସର୍ଭେ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.5 ° C
    33.5 °
    33.5 °
    15 %
    4.2kmh
    11 %
    Sat
    33 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ