Friday, December 19, 2025
24.9 C
Odisha

    ଜୁନ ୩୦ରେ ଜନସାଧାରଣଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦ ତାରିଖ(ସୋମବାର) ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଆଜି ଦିନ ୧୨ ଟାରୁ ପଞ୍ଜୀକରଣ ଜାରି ରହିବ। ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ https://janasunani.odisha.gov.in ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.9 ° C
    24.9 °
    24.9 °
    26 %
    2.1kmh
    0 %
    Fri
    26 °
    Sat
    27 °
    Sun
    28 °
    Mon
    28 °
    Tue
    28 °

    ସମ୍ବନ୍ଧିତ