Thursday, June 25, 2026
36.9 C
Odisha

    ଜୁନ ୩୦ରେ ଜନସାଧାରଣଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦ ତାରିଖ(ସୋମବାର) ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଆଜି ଦିନ ୧୨ ଟାରୁ ପଞ୍ଜୀକରଣ ଜାରି ରହିବ। ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ https://janasunani.odisha.gov.in ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    36.9 ° C
    36.9 °
    36.9 °
    37 %
    1kmh
    88 %
    Thu
    38 °
    Fri
    39 °
    Sat
    38 °
    Sun
    37 °
    Mon
    37 °

    ସମ୍ବନ୍ଧିତ