Friday, March 13, 2026
24.5 C
Odisha

    ଜୁଲାଇ ପ୍ରଥମ ସପ୍ତାହରେ ଓଡ଼ିଶା ଫେରିବେ ନବୀନ : ବିଜେଡି ଉପସଭାପତି ସଞ୍ଜୟ କୁମାର ଦାସବର୍ମା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବିରୋଧୀ ଦଳ ନେତା ନବୀନଙ୍କୁ ଭେଟିଲେ ବରିଷ୍ଠ ବିଜେଡି ନେତା । ମୁମ୍ବାଇସ୍ଥିତ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭେଟିଛନ୍ତି ବିଜେଡିର ବହୁ ବରିଷ୍ଠ ନେତା । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଚନ୍ଦ୍ରଶେଖର ସାହୁ, ପ୍ରଣବ ପ୍ରକାଶ ଦାସ, ପୂର୍ବତନ ମନ୍ତ୍ରୀ ଅଶୋକ ପଣ୍ଡା, ସଞ୍ଜୟ ଦାସବର୍ମା ପ୍ରମୁଖ ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କ ସହ ନବୀନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିଛନ୍ତି ।

    ନବୀନଙ୍କୁ ଚିକିତ୍ସା କରୁଥିବା ଡାକ୍ତରୀ ଟିମ ସହ ମଧ୍ୟ ଆଲୋଚନା କରିଛନ୍ତି । ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଖୁବ୍ ଶୀଘ୍ର ନବୀନ ପଟ୍ଟନାୟକ ସୁସ୍ଥ ହେବେ ଏବଂ ଜୁଲାଇ ପ୍ରଥମ ସପ୍ତାହରେ ଓଡ଼ିଶା ଫେରିବା ନେଇ ସୂଚନାଦେଇଛନ୍ତି ବିଜେଡି ଉପସଭାପତି ସଞ୍ଜୟ କୁମାର ଦାସବର୍ମା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.5 ° C
    24.5 °
    24.5 °
    48 %
    2.4kmh
    0 %
    Fri
    25 °
    Sat
    39 °
    Sun
    39 °
    Mon
    37 °
    Tue
    38 °

    ସମ୍ବନ୍ଧିତ