Friday, January 9, 2026
11.7 C
Odisha

    ଜୁଲାଇ 21ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆସନ୍ତା ସୋମବାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଜୁଲାଇ 21ରେ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତ ସପ୍ତାହରେ ଅର୍ଥାତ୍ ଜୁଲାଇ ୧୪ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ତେବେ ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ଅଭିଯୋଗ ଶୁଣାଣି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    11.7 ° C
    11.7 °
    11.7 °
    33 %
    1.1kmh
    92 %
    Fri
    25 °
    Sat
    26 °
    Sun
    27 °
    Mon
    29 °
    Tue
    27 °

    ସମ୍ବନ୍ଧିତ