Thursday, October 8, 2026
24.4 C
Odisha

    ଜୁଲାଇ 21ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆସନ୍ତା ସୋମବାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଜୁଲାଇ 21ରେ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତ ସପ୍ତାହରେ ଅର୍ଥାତ୍ ଜୁଲାଇ ୧୪ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିଥିଲା । ତେବେ ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ଅଭିଯୋଗ ଶୁଣାଣି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    0.5kmh
    0 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ