Friday, April 3, 2026
33.6 C
Odisha

    ଜୈବିକ ଚାଉଳରୁ ପ୍ରସ୍ତୁତ ହେବ ମହାପ୍ରଭୁଙ୍କ କୋଠଭୋଗ, ସୂଚନା ଦେଲେ କୃଷି ବିଭାଗ ସଚିବ

    ଆଗକୁ ପଢନ୍ତୁ

    ପୁରୀ : ଜୈବିକ ଟାଉଳରୁ ପ୍ରସ୍ତୁତ ହେବ ମହାପ୍ରଭୁଙ୍କ କୋଠଭୋଗ ।  ଆସନ୍ତା ରଥଯାତ୍ରାରୁ ଜୈବିକ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ କରାଯିବ ।  ବଳଭଦ୍ର ଜୈବିକ ଚାଷ ମିଶନ ଦ୍ୱାରା ପ୍ରସ୍ତୁତ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ ହେବ ବୋଲି କୃଷି ବିଭାଗ ସଚିବ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି ।  ଅମୃତ ଅନ୍ନ ଯୋଜନାରେ ଜୈବିକ ଚାଉଳରୁ କୋଠ ଭୋଗ ପ୍ରସ୍ତୁତ ହେବ ।

    ଏଥି ପାଇଁ ବରଗଡ଼, କଟକ ଏବଂ କୋରାପୁଟ ଜିଲ୍ଲାରେ ଜୈବିକ ଚାଷ କରାଯାଉଛି ।  ବଳଭଦ୍ର ଜୈବିକ ଚାଷ ମିଶନରେ ଜୈବିକ ଚାଷ ପାଇଁ ସହାୟତା ଦିଆଯାଇଛି ।  କୋଠ ଭୋଗ ପାଇଁ ଆବଶ୍ୟକୀୟ ପରିମାଣର ଚାଉଳ ଅମଳ ହେବ ।  ଯଦି ବଳକା ରହେ କିଛି ପରିମାଣର ମହାପ୍ରସାଦ ମଧ୍ୟ କରାଯିବ ।  ଆନନ୍ଦ ବଜାରରେ ଜୈବିକ ମହାପ୍ରସାଦ ପାଇଁ ହେବ ସ୍ୱତନ୍ତ୍ର କାଉଣ୍ଟର ।  ପରବର୍ତ୍ତୀ ସମୟରେ ଜୈବିକ ପନିପରିବା ମଧ୍ୟ ବ୍ୟବହାର କରାଯିବ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ