Wednesday, December 10, 2025
17.9 C
Odisha

    ଜ୍ୱାଇଁର ଶାବଳ ମାଡ଼ରେ ଶାଶୂ ଓ ସ୍ତ୍ରୀ ମୃତ

    ଆଗକୁ ପଢନ୍ତୁ

    ସମ୍ବଲପୁର: ରେଢାଖୋଲରେ ଡବଲ ମର୍ଡର। ଜ୍ୱାଇଁର ଶାବଳ ମାଡ଼ରେ ଶାଶୂ ଏବଂ ସ୍ତ୍ରୀ ମୃତ । ରେଢାଖୋଲ ଥାନା ପୋଡାବଲଣ୍ଡା ଗାଁରେ ଏହି ଅଭାବନୀୟ ଘଟଣ ଘଟିଛି। କୌଣସି ଘଟଣାକୁ ନେଇ ଜ୍ୱାଇଁ ଉତକ୍ଷିପ୍ତ ହୋଇ ଶାବଳ ଧରି ଶାଶୂ ଓ ସ୍ତ୍ରୀଙ୍କୁ ଆକ୍ରମଣ କରିଥିଲା । ଆକ୍ରମଣରେ ଉଭୟ ଶାଶୂ ଓ ସ୍ତ୍ରୀଙ୍କ ମୃତ୍ଯୁ ଘଟିଥିଲା। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅନ୍ଯପଟେ ଜ୍ୱାଇଁ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ମୃତ ସ୍ତ୍ରୀଙ୍କ ନାଁ ଲକି ସାହୁ ଓ ଶାଶୂ ରୁବି ସାହୁ ବୋଲି ଜଣାପଡିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    17.9 ° C
    17.9 °
    17.9 °
    46 %
    1kmh
    45 %
    Wed
    18 °
    Thu
    26 °
    Fri
    26 °
    Sat
    27 °
    Sun
    27 °

    ସମ୍ବନ୍ଧିତ