Wednesday, August 5, 2026
26.7 C
Odisha

    ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି, ଆସନ୍ତାକାଲି ନାମାଙ୍କନ ଭରିବେ

    ଆଗକୁ ପଢନ୍ତୁ

    ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କଲା ବିଜେପି । ନୂଆପଡ଼ା ଉପନିର୍ବାଚନ ପାଇଁ ବିଜେପି ଜୟ ଢୋଲକିଆ ପ୍ରାର୍ଥୀଙ୍କୁ ପ୍ରାର୍ଥୀ କରିଛି । ଏନେଇ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ଘୋଷଣା  କରାଯାଇଛି ।   ଗତ ୧୧ ତାରିଖରେ ବିଜେପିରେ ମିଶିଥିଲେ।ଆସନ୍ତାକାଲି ନାମାଙ୍କନ ଭରିବେ ବିଜେପି ପ୍ରାର୍ଥୀ । କାଲି ନୂଆପଡ଼ା ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାର୍ଥୀପତ୍ର ଦାଖଲ ସମୟରେ ଉପସ୍ଥିତ ରହିବେ । ଆଜି ଏଭଳି ସୂଚନା ଦେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ସୁଜିତ କୁମାର । ସେ ଆହୁରି ଜୋର୍ ଦେଇ କହିଛନ୍ତି ଯେ ନୂଆପଡ଼ା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୫୦ ହଜାରରୁ ଅଧିକ ଭୋଟରେ ବିଜୟୀ ହେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.7 ° C
    26.7 °
    26.7 °
    90 %
    0.9kmh
    100 %
    Wed
    27 °
    Thu
    28 °
    Fri
    25 °
    Sat
    30 °
    Sun
    30 °

    ସମ୍ବନ୍ଧିତ