Thursday, October 8, 2026
23.5 C
Odisha

    ଝଡ଼ବର୍ଷା ପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା। ଆଜି ଉପକୂଳ ଏବଂ ଉତ୍ତର ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

    ୧୩ ଓ ୧୪ ତାରିଖରେ ଅଧାରୁ ଅଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୧୩ ତାରିଖରେ ୨୩ଟି ଓ ୧୪ ତାରିଖରେ ୧୭ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଆଲର୍ଟ। ବର୍ଷା ସମୟରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ। ୧୬ ତାରିଖରୁ ବର୍ଷାର ପ୍ରଭାବ କମିବା ସହିତ ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିପାରେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.5 ° C
    23.5 °
    23.5 °
    88 %
    1.6kmh
    4 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ