Tuesday, September 29, 2026
23.1 C
Odisha

    ଝାରପଡ଼ା ଜେଲ୍‌ରେ ବିଚାରାଧୀନ ବନ୍ଦୀଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ବିଚାରାଧୀନ ବନ୍ଦୀଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ବନ୍ଦୀ ହେଲେ ବିଦ୍ୟାଧର ଗୁରୁ। ସୂଚନା ଅନୁସାରେ, ବିଦ୍ୟାଧର ଗତ ୫ ତାରିଖରେ ଗିରଫ ହୋଇ ବିଚାରାଧୀନ ବନ୍ଦୀ ଭାବେ ଝାରପଡ଼ା ଜେଲ୍‌ରେ ଥିଲେ। ହେଲେ ଜେଲ୍‌ କର୍ତ୍ତୃପକ୍ଷ ଶୁକ୍ରବାର ପରିବାର ଲୋକଙ୍କୁ ହସ୍ପିଟାଲ ଡାକି ବିଦ୍ୟାଧରଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ଦେଇଥିବା ପରିବାର ଲୋକେ ଗଣମାଧ୍ୟମକୁ କହିଛନ୍ତି। ଅନ୍ୟପକ୍ଷେ କେଉଁ ପରିସ୍ଥିତିରେ ବିଦ୍ୟାଧରଙ୍କ ମୃତ୍ୟୁ ଘଟିଲା ଏହାର ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ପରିବାର ଲୋକେ ଦାବି କରିଛନ୍ତି। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଥିବା ସୂଚନା ମିଳିଛି

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.1 ° C
    23.1 °
    23.1 °
    88 %
    1.5kmh
    16 %
    Tue
    30 °
    Wed
    30 °
    Thu
    30 °
    Fri
    30 °
    Sat
    31 °

    ସମ୍ବନ୍ଧିତ