Wednesday, April 8, 2026
36.5 C
Odisha

    ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨୦ରୁ ଅଧିକ ଯାତ୍ରୀ ଆହତ

    ଆଗକୁ ପଢନ୍ତୁ

    ଗଞ୍ଜାମ : ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ । ଗଞ୍ଜାମ – ଖଲ୍ଲିକୋଟ ୧୬ ନମ୍ବର ଜାତୀୟ ରାଜପଥ ଲଙ୍ଗଳେଶ୍ବରରେ ଦୁର୍ଘଟଣା ଘଟିଛି । ବାଲୁଙ୍କେଶ୍ୱର ନାମକ ଏକ ଘରୋଇ ବସ ଭୁବନେଶ୍ଵରରୁ ଆସିକା ଯାଉଥିବା ବେଳେ ଟ୍ରକ ପଛ ପଟେ ପିଟି ହୋଇଯାଇଥିଲା । ଦୁର୍ଘଟଣା ପରେ ବସ ଡ୍ରାଇଭର, କଣ୍ଡକ୍ଟର ଓ ହେଲପର ଫେରାର ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି କରିଛି। ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    36.5 ° C
    36.5 °
    36.5 °
    19 %
    0.9kmh
    53 %
    Wed
    36 °
    Thu
    36 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ