Friday, August 28, 2026
24.2 C
Odisha

    ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍, ହେଲପର ମୃତ ଓ ୧୪ ଯାତ୍ରୀ ଗୁରୁତର

    ଆଗକୁ ପଢନ୍ତୁ

    ଅନୁଗୁଳ : ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍ । ହେଲପର ମୃତ । ୧୪ ଜଣ ଯାତ୍ରୀ ଗୁରୁତର । ଅନୁଗୁଳ ଜିଲ୍ଲାର ହଣ୍ଡପା ଥାନା ଲୁହାମୁଣ୍ଡା ଫ୍ଲାଏ ଓଭର ଉପରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଭୁବନେଶ୍ୱରରୁ ଝାରସୁଗୁଡ଼ା ଅଭିମୁଖେ ଯାଉଥିବା ‘ଦିଲଖୁସ’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ଏକ ଟ୍ରକକୁ ପଛପଟୁ ଜୋରଦାର ଧକ୍କା ଦେଇଥିଲା । ଦୁର୍ଘଟଣା ବେଳେ ବସରେ ପ୍ରାୟ ୨୫ ଜଣ ଯାତ୍ରୀ ଥିଲେ । ଦୁର୍ଘଟଣାରେ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସସମ୍ତଙ୍କୁ ଉଦ୍ଧାର ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ହଣ୍ଡପା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    95 %
    2.1kmh
    89 %
    Fri
    30 °
    Sat
    28 °
    Sun
    29 °
    Mon
    24 °
    Tue
    23 °

    ସମ୍ବନ୍ଧିତ