Sunday, March 29, 2026
39.2 C
Odisha

    ଟ୍ରକକୁ ପିଟିଲା ବାଲି ବୋଝେଇ ହାଇୱା

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜଧାନୀରେ ଦୁର୍ଘଟଣା । ବାଉଁଶ ବୋଝେଇ ଟ୍ରକକୁ ପିଟିଲା ବାଲି ବୋଝେଇ ହାଇୱା । କାଚ ଭାଙ୍ଗି ଭିତରେ ପଶିଲା ବାଉଁଶ । ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଦୁର୍ଘଟଣା । ହାଇୱା ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

    ସୂଚନାଯୋଗ୍ୟ, ଶନିବାର ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପୀଠାଖାଇ ଘାଟି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା । ଓଲଟିଲା ଟୁରିଷ୍ଟ ବସ୍ । ୫ ମୃତ, ୩୦ରୁ ଉର୍ଦ୍ଧ୍ବ ଆହତ । ସମସ୍ତ ମୃତାହତ ବ୍ରହ୍ମପୁର ଅଞ୍ଚଳର। ବସଟି ୫୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ବୌଦ୍ଧ ଅଭିମୁଖେ ଯାଉଥିଲା । ବିଳମ୍ବିତ ରାତିରେ ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ପୋଲିସ ଓ ଅଗ୍ନିମବାହିନୀ ପହଞ୍ଚି ଯାତ୍ରୀଙ୍କୁ ଉଦ୍ଧାର କରିଛଥିଲେ। ଗୁରୁତରଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39.2 ° C
    39.2 °
    39.2 °
    13 %
    4.1kmh
    4 %
    Sun
    40 °
    Mon
    41 °
    Tue
    38 °
    Wed
    40 °
    Thu
    40 °

    ସମ୍ବନ୍ଧିତ