Friday, October 2, 2026
22.2 C
Odisha

    ଟ୍ରକ୍‌କୁ ପିଟିଲା ଭ୍ୟାନ୍‌ ; ୫ ମୃତ

    ଆଗକୁ ପଢନ୍ତୁ

    କର୍ଣ୍ଣାଟକ : କର୍ଣ୍ଣାଟକର କଳବୁର୍ଗୀ ଜିଲ୍ଲାରେ ନେଲୋଗୀ ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଭ୍ୟାନ୍‌ ଠିଆ ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେବା ଫଳରେ ୫ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ୧୦ ଜଣ ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ବିଷୟରେ ଖବର ପାଇ ପୁଲିସ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.2 ° C
    22.2 °
    22.2 °
    79 %
    1kmh
    28 %
    Fri
    30 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ