Saturday, January 31, 2026
17.6 C
Odisha

    ଟ୍ରକ୍ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

    ଆଗକୁ ପଢନ୍ତୁ

    ଅନୁଗୁଳ : ଜାତୀୟ ରାଜପଥ ୫୫ ଟାଉନ ଥାନା ପ୍ରଶାନ୍ତି ହୋଟେଲ ଛକରେ ଘଟିଛି ଏକ ମାର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ୍ ଧକ୍କାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଥିବାବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଯାଞ୍ଚ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    17.6 ° C
    17.6 °
    17.6 °
    80 %
    2.2kmh
    44 %
    Fri
    17 °
    Sat
    31 °
    Sun
    31 °
    Mon
    32 °
    Tue
    32 °

    ସମ୍ବନ୍ଧିତ