Thursday, October 1, 2026
24.6 C
Odisha

    ଟ୍ରକ୍ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

    ଆଗକୁ ପଢନ୍ତୁ

    ଅନୁଗୁଳ : ଜାତୀୟ ରାଜପଥ ୫୫ ଟାଉନ ଥାନା ପ୍ରଶାନ୍ତି ହୋଟେଲ ଛକରେ ଘଟିଛି ଏକ ମାର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ୍ ଧକ୍କାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ଯୁବକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଟ୍ରକ୍ ଡ୍ରାଇଭର ଫେରାର ହୋଇଯାଇଥିବାବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଯାଞ୍ଚ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.6 ° C
    24.6 °
    24.6 °
    83 %
    1.4kmh
    22 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ