Wednesday, October 14, 2026
28.9 C
Odisha

    ଟ୍ରକ୍‌ ଧକ୍କାରେ ବାପପୁଅଙ୍କ ଚାଲିଗଲା ଜୀବନ

    ଆଗକୁ ପଢନ୍ତୁ

    କେଉଁଝର : କେଉଁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଢେଙ୍କିକୋଟ ନିକଟସ୍ଥ ସାନବରବେଡ଼ା ପାଖରେ ଗତକାଲି ସନ୍ଧ୍ୟାରେ ପୁଣି ଏକ ଦୁର୍ଘଟଣା ଘଟିଥିବାର ଖବର ମିଳିଛି। ଟ୍ରକ୍‌ ଧକ୍କାରେ ବାଇକ୍‌ରେ ଥିବା ବାପପୁଅଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଦ୍ରକ ଆହାରଦାର ଦିଲ୍ଲୀପ ଭଟ୍ଟାଚାର୍ଯ୍ୟ ଓ ତାଙ୍କ ପୁଅ ପ୍ରୀତମ ଭଟ୍ଟାଚାର୍ଯ୍ୟ।ଟୋଲ୍‌ପ୍ଲାଜା ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ଦୁଇଟି ମୃତଦେହ ଉଦ୍ଧାର କରି ଘଟଗାଁ ଡାକ୍ତରଖାନା ନେଇଛନ୍ତି। ଅନ୍ୟପକ୍ଷରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ପଛରେ ଏକ କାର୍‌ ଧକ୍କା ହେବାରୁ ସେଥିରେ ଥିବା ଦୁଇଜଣ ଆହତ ହୋଇଛନ୍ତି।
    ଟୋଲ୍‌ପ୍ଲାଜା ଆମ୍ବୁଲାନ୍ସ ଓ ଅଗ୍ନିଶମ ବାହିନୀ ଦୁଇଟି ମୃତଦେହ ଉଦ୍ଧାର କରି ଘଟଗାଁ ଡାକ୍ତରଖାନା ନେଇଛନ୍ତି। ଅନ୍ୟପକ୍ଷରେ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ପଛରେ ଏକ କାର୍‌ ଧକ୍କା ହେବାରୁ ସେଥିରେ ଥିବା ଦୁଇଜଣ ଆହତ ହୋଇଛନ୍ତି। ସେମାନଙ୍କ ପରିଚୟ ମିଳିପାରିନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.9 ° C
    28.9 °
    28.9 °
    61 %
    2.6kmh
    91 %
    Wed
    29 °
    Thu
    30 °
    Fri
    30 °
    Sat
    31 °
    Sun
    30 °

    ସମ୍ବନ୍ଧିତ