Friday, October 2, 2026
25.2 C
Odisha

    ଟ୍ରକ ପଛରେ ପିଟି ହେଲା ବସ୍, ୭ ଯାତ୍ରୀ ଆହତ

    ଆଗକୁ ପଢନ୍ତୁ

    ବାଙ୍ଗିରିପୋଷି  : ମୟୁରଭଞ୍ଜ ଜିଲ୍ଲା ଦ୍ୱାରଶୁଣି ଘାଟିରେ  ଟ୍ରକ ପଛରେ ପିଟି ହେଲା ବସ୍ । ଦୁର୍ଘଟଣାରେ ୭ ଯାତ୍ରୀ ଆହତ ହୋଇଥିବାବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ବସଟି ବଡ଼ବିଲରୁ କୋଲକାତା ଯାଉଥିବାବେଳେ ଭାରସାମ୍ୟ ହରାଇ ଟ୍ରକ ପଛପଟେ ପିଟି ହୋଇଯାଇଥିଲା । ବାଙ୍ଗିରିପୋଷି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା । ଦୁର୍ଘଟଣାଗ୍ରସ୍ତ ବସକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ