Friday, April 3, 2026
39.1 C
Odisha

    ଠିକ ସମୟରେ ନିଆଯିବ ଠିକ୍ ନିଷ୍ପତ୍ତି : ମନମୋହନ ସାମଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନୂଆଦିଲ୍ଲୀ ଗସ୍ତ ସାରି ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସାଂସଦ ଓ କେନ୍ଦ୍ରୀୟ ନେତୃତ୍ଵମାନଙ୍କ ସହ ଆଲୋଚନା ହୋଇଛି । ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କିମ୍ବା ନିଗମ, ବୋର୍ଡ ନେଇ କୌଣସି ଆଲୋଚନା ହୋଇନାହିଁ ବୋଲି କହିଛନ୍ତି ମନମୋହନ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନିଆଯିବ । ଆଲୋଚନା ହେଲେ ଖୁବଶୀଘ୍ର ଜଣାଇଦିଆଯିବ ବୋଲି କହିଛନ୍ତି ମନମୋହନ । ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଭୋଟ ନଦେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ଏହି ନିଷ୍ପତ୍ତି ବିଜେଡିର ଦଳୀୟ ନିଷ୍ପତ୍ତି, ବିଜେପି ନିଜ ରାସ୍ତାରେ ଅଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ