Tuesday, March 31, 2026
25.7 C
Odisha

    ଠେକୁଆ ଦେଖାଇବେ କହି କୁନି ଝିଅକୁ ବଳାତ୍କାର କଲେ ବୃଦ୍ଧ

    ଆଗକୁ ପଢନ୍ତୁ

    ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ କରିଛି। ପଟାମୁଣ୍ଡାଇ ଥାନା ଦାଣ୍ଡି ସାହି ଅଞ୍ଚଳରେ ଜଣେ ଔଷଧ ବ୍ୟବସୀୟଙ୍କ ଘରେ ଥିବା ବେଳେ ପୋଲିସର ଏକ ସ୍ବତନ୍ତ୍ର ଟିମ ତାଙ୍କୁ ଗିରଫ କରିଥିଲା। ଅଭିଯୁକ୍ତ ଜଣକ ନାବାଳିକାକୁ ନିଜ ଘରେ ଥିବା ଠେକୁଆ ଦେଖାଇବାକୁ କହି ଘରକୁ ନେଇ ବଳାତ୍କାର କରିଥିବା ଜଣାପଡ଼ିଛି । ନାବାଳିକା ଜଣକ ଗୁରୁତର ଥିବା ବେଳେ କଟକ ବ ଡାକ୍ତରଖାନାରେ ତାଙ୍କର ଚିକିତ୍ସା ଚାଲିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.7 ° C
    25.7 °
    25.7 °
    48 %
    1.3kmh
    1 %
    Tue
    38 °
    Wed
    39 °
    Thu
    41 °
    Fri
    39 °
    Sat
    39 °

    ସମ୍ବନ୍ଧିତ