Wednesday, April 8, 2026
37.8 C
Odisha

    ଡିସେମ୍ବରରେ ହେବ ଓସିଏସ ପ୍ରିଲିମ୍ସ ପରୀକ୍ଷା

    ଆଗକୁ ପଢନ୍ତୁ

    ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ୨୦୨୩ ଓସିଏସ ପ୍ରିଲିମ୍ସ ପରୀକ୍ଷା ପାଇଁ ତାରିଖ ପ୍ରକାଶ ପାଇଛି। ପୂର୍ବରୁ ଅକ୍ଟୋବର ୨୭ ତାରିଖରେ ଏହି ପରୀକ୍ଷା ହେବାକୁ ଥିବା ବେଳେ ବାତ୍ୟା ଦାନା ପାଇଁ ଏହାକୁ ସ୍ଥଗିତ ରଖାଯାଇଥିଲା। ଦୁଇଟି ଶିଫ୍ଟରେ ଏହି ପରୀକ୍ଷା ଅନୁଷ୍ଠିତ ହେବ ଓ ପ୍ରଥମ ଶିଫ୍ଟରେ ଜେନେରାଲ ଷ୍ଟଡିଜ ପେପର-୧ ପରୀକ୍ଷା ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଥିଲା । ସେହିପରି ଦ୍ୱିତୀୟ ଶିଫ୍ଟରେ ଜେନେରାଲ ଷ୍ଟଡିଜ ପେପର-୨ ପରୀକ୍ଷା ଦ୍ୱିପ୍ରହର ୧.୩୦ରୁ ୩.୩୦ ପର୍ଯ୍ୟନ୍ତ ଚାଲିବା ସହ ପେପର-୧ରେ ୧୦୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ଓ ପେପର-୨ରେ ୮୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ରହିବ ବୋଲି କୁହାଯାଇଥିଲା । ପରୀକ୍ଷା ଡିସେମ୍ବର ରେ ହେବ ବୋଲି ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.8 ° C
    37.8 °
    37.8 °
    13 %
    3.6kmh
    3 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ