Tuesday, March 31, 2026
26.8 C
Odisha

    ତତ୍କାଳ ସେବା ଦେଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ମଣ୍ଡଳର ଅନ୍ୟ ସଦସ୍ୟ ମାନେ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଦୁଃଖ, ହାନିଲାଭ ଓ ଅଭିଯୋଗ ଶୁଣୁଛନ୍ତି। ମୁଖ୍ୟମନ୍ତ୍ରୀ ତତ୍କାଳ ସେବା ଦେବା ଯୋଗୁଁ ଆସିଥିବା ଲୋକେ ଖୁବ ଖୁସି ହୋଇ ଫେରିଥିବା ଜଣାପଡ଼ିଛି I

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.8 ° C
    26.8 °
    26.8 °
    50 %
    1.8kmh
    0 %
    Mon
    27 °
    Tue
    38 °
    Wed
    39 °
    Thu
    41 °
    Fri
    39 °

    ସମ୍ବନ୍ଧିତ