Friday, April 3, 2026
39 C
Odisha

    ତତ୍ପର ହେଲା ଗଣଶିକ୍ଷା ବିଭାଗ, ଜାରି ହେଲା ହେଲପଲାଇନ ନଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବାଲେଶ୍ୱର ଏଫ୍‍ଏମ୍‍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଓ ପରେ ମୃତ୍ୟୁ ଘଟଣାରେ ତତ୍ପର ଦେଖାଇଛି ଗଣଶିକ୍ଷା ବିଭାଗ । ବିଦ୍ୟାଳୟରେ ମହିଳା କର୍ମଚାରୀ ଓ ଶିକ୍ଷାର୍ଥୀଙ୍କ ସୁରକ୍ଷା ପାଇଁ ଗାଇଡଲାଇନ୍‍ ନମ୍ବର ଜାରି କରାଯାଇଛି । ସଠିକ୍‍ ଭାବେ ଆବ୍ୟନ୍ତରୀଣ ଅଭିଯୋଗ କମିଟି (ଆଇଆଇସି) ଗଠନ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଦ୍ୟାଳୟ ଓ ରେସିଡେଣ୍ଟାଲ ହଷ୍ଟେଲ ପାଇଁ ହେଲପଲାଇନ୍‍ ନଂ ଜାରି ହୋଇଛି । ମହିଳା ହେଲପଲାଇନ ନଂ-୧୮୧, ଶିଶୁ ହେଲନଲାଇନ ନଂ-୧୦୯୮, ପୁଲିସ-୧୧୨, ସ୍କୁଲ ଛାତ୍ର ହେଲପଲାଇନ ନଂ-୧୮୦୦୩୪୫୬୭୨୨ ଜାରି ହୋଇଛି । ଭଲ ଭାବରେ ହେଲପଲାଇନ ନଂ ଲଗାଇବାକୁ ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ