Monday, October 5, 2026
24.7 C
Odisha

    ତହସିଲ ଅଫିସକୁ ଅଚାନକ ଗସ୍ତକଲେ ମନ୍ତ୍ରୀ

    ଆଗକୁ ପଢନ୍ତୁ

    ସମ୍ବଲପୁର: ସମ୍ବଲପୁର ତହସିଲ ଅଫିସକୁ ଅଚାନକ ଗସ୍ତ କରିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସେଠାରେ ସରକାରୀ କର୍ମଚାରୀଙ୍କ ସହ ଆଲୋଚନା କରିଛନ୍ତି ମନ୍ତ୍ରୀ। ଆଟେଣ୍ଡାନ୍ସ ରେଜିଷ୍ଟର ଯାଞ୍ଚ କରିବା ଠାରୁ ଆରମ୍ଭ କରି ଫାଇଲ ଗୁଡିକୁ ତନ୍ନତନ୍ନ କରି ଦେଖିଛନ୍ତି। ଏହାସହ କର୍ମଚାରୀଙ୍କ ଉପସ୍ଥିତି ସହ କାମ କିପରି ହେଉଛି ସେ ନେଇ କର୍ମଚାରୀ ଓ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । କିଛି ଫାଇଲ କାହିଁକି ପେଣ୍ଡିଙ୍ଗ ରହିଛି ବୋଲି ପ୍ରଶ୍ନ କରିଥିଲେ ମନ୍ତ୍ରୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    70 %
    0.8kmh
    0 %
    Mon
    31 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ