Tuesday, October 6, 2026
31.6 C
Odisha

    ତାରିଣୀ ମନ୍ଦିର ପାଇଁ ୨୧୫ କୋଟିର ଡିପିଆର, ଖୁବ ଶୀଘ୍ର କାମ ଆରମ୍ଭ ହେବ-ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କେନ୍ଦୁଝର ଜିଲ୍ଲାରେ ଅବସ୍ଥିତ ମା ତାରିଣୀ ମନ୍ଦିର ପାଇଁ ୨୧୫କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି। ଏହି ପ୍ରକଳ୍ପ କାମ ଖୁବ ଶୀଘ୍ର କାମ ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    31.6 ° C
    31.6 °
    31.6 °
    53 %
    2.9kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ