Saturday, August 22, 2026
24.2 C
Odisha

    ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ମୃତ

    ଆଗକୁ ପଢନ୍ତୁ

    ସୋର : ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ମୃତ । ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବଜାର ଉପରେ ତୀର୍ଥ ଯାତ୍ରୀ ବସ ଦୁର୍ଘଟଣା l ଆଜି ଭୋର ସମୟରେ ପଶ୍ଚିମବଙ୍ଗରୁ ଆନ୍ଧ୍ରକୁ ଏକ ତୀର୍ଥ ଯାତ୍ରୀ ବସ ଯାଉଥିଲା l ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବ୍ରିଜ ଉପରକୁ ଚଢିଯାଇଥିଲା l ଡ୍ରାଇଭର ଜଣକ ବ୍ରିଜରୁ ତଳକୁ ଖସିପଡ଼ିଥିଲେ l ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା l ବସରେ ୫୦ଜଣ ଯାତ୍ରୀ ଥିବା ବେଳେ ୧୪ଜଣ ଗୁରୁତର ଆହତ ହୋଇଛନ୍ତି । ଏବେ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହେଉଛନ୍ତି l ଏବେ ବି ବସଟି ପୋଲ ଉପରେ ଝୁଲି ରହିଛି l

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.2 ° C
    24.2 °
    24.2 °
    97 %
    1.2kmh
    100 %
    Sat
    24 °
    Sun
    29 °
    Mon
    26 °
    Tue
    26 °
    Wed
    30 °

    ସମ୍ବନ୍ଧିତ