Monday, October 5, 2026
24.7 C
Odisha

    ତେଲ ଟାଙ୍କିକୁ ଯିବା ପୂର୍ବରୁ ଜାଣି ନିଅନ୍ତୁ ଦର, ଭୁବନେଶ୍ୱରରେ କେତେ ଅଛି ଦାମ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଗାଡ଼ିରେ ପେଟ୍ରୋଲ କିମ୍ବା ଡିଜେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଦର । ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୮.୯୭ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୦.୬୮ ପଇସା ରହିଛି ।

    ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ ଟଙ୍କା ୨୧ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୭.୮୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୩. ୫୧ ଟଙ୍କା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୨ ପଇସା ରହିଛି ।

    ଚେନ୍ନାଇରେ ପେଟ୍ରୋଲ ଦର ୧୦୭ ଟଙ୍କା ୭୬ ପଇସା ଥିବା ବେଳେ ଡିଜେଲ ଦାମ ୯୯ ଟଙ୍କା୬୫ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    80 %
    1.3kmh
    0 %
    Mon
    24 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ