Sunday, September 13, 2026
23 C
Odisha

    ଥାନାରେ ମାଆ ଓ ପୁଅଙ୍କୁ ଥାର୍ଡ ଡିଗ୍ରୀ ଦେବା ଘଟଣା, ନିଲମ୍ବିତ ଆଇଆଇସି ନାଁରେ ମାମଲା ରୁଜୁ

    ଆଗକୁ ପଢନ୍ତୁ

    ରାଜନଗର : ରାଜନଗର ଥାନାରେ ମାଆ ଓ ପୁଅଙ୍କୁ ଥାର୍ଡ ଡିଗ୍ରୀ ଦେବା ଘଟଣାରେ ବଢ଼ିଲା ସନ୍ଧ୍ୟାରାଣୀ ଜେନାଙ୍କ ଅଡ଼ୁଆ । ନିଲମ୍ବିତ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ  ନାଁରେ ତାଳଚୁଆ ସାମୁଦ୍ରିକ ଥାନାରେ  ମାମଲା ରୁଜୁ କରାଯାଇଛି । ତାଙ୍କ ବିରୁଦ୍ଧରେ ବିଏନଏସ ଦଫାରେ ଅନେକ ସଙ୍ଗୀନ ମାମଲା ରୁଜୁ ହୋଇଥିବା ଜଣାପଡିଛି । ଗତ ମେ ମାସ ୨୭ ତାରିଖରେ ପୋଲିସ ଡିଜି ୱାଇ ବି ଖୁରାନିଆ ସନ୍ଧ୍ୟାରଣୀ ଜେନାଙ୍କୁ ନିଲମ୍ବିତ କରିବା ସହ ବିଭାଗୀୟ ପ୍ରୋସିଡିଙ୍ଗ ପାଇଁ ନିର୍ଦେଶ ଦେଇଥିଲେ।

    ମେ ୨୫ ତାରିଖରେ କେରୁଆଁପାଳ ପଂଚାୟତ ଗିରିଆପାହୀ ଗାଁର ଅନ୍ନପୂର୍ଣ୍ଣା ମଣ୍ଡଳ ଓ ତାଙ୍କ ପୁଅ ଅନନ୍ତ କୁମାର ମଣ୍ଡଳ ପାରିବାରିକ କଳହକୁ ନେଇ ଥାନାକୁ ଅଭିଯୋଗ କରିବାକୁ ଯାଇଥିଲେ । ଥାନା ଅଧିକାରିଣୀ ସନ୍ଧ୍ୟାରାଣୀ ଜେନା ଏତଲା ନରଖି ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ତାଙ୍କ ଉପରେ ହୋଇଥିବା ନିର୍ଯ୍ୟାତନାର ଲିଖିତ ଅଭିଯୋଗ ପଟ୍ଟାମୁଣ୍ଡାଇ SDPOଙ୍କ ନିକଟରେ କରିଥିଲେ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23 ° C
    23 °
    23 °
    97 %
    1.5kmh
    100 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ