Wednesday, March 25, 2026
29.4 C
Odisha

    ଦରଦାମ ବୃଦ୍ଧିକୁ ନେଇ ବିଜେଡିର ବିକ୍ଷୋଭ ଏକ ନାଟକ: ବିଜେପି

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଦରଦାମ ବୃଦ୍ଧିକୁ ନେଇ ବିଜେଡି ପକ୍ଷରୁ କରାଯାଇଥିବା ବିକ୍ଷୋଭକୁ ଏକ ନାଟକ ବୋଲି କହିଛି ବିଜେପି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ରାଜ୍ୟରେ ପନିପରିବା ଦର ବହୁତ କମ୍ ଅଛି। ଡାଲି, ତେଲ ଆଦିର ଦର ଦେଶ ତୁଳନାରେ ଓଡ଼ିଶାରେ କମ ରହିଛି। ବିଜେଡିର ଦରଦାମ ବୃଦ୍ଧି ପ୍ରତିବାଦ ନାଟକ ଛଡା ଆଉ କିଛି ନୁହେଁ।ଏଣେ ରାଜ୍ୟ ବିଜେପି ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ ପ୍ରତିକ୍ରିୟା ରଖି କହିଛନ୍ତି ଯେ ବିଜେଡି ସରକାର ସମୟରେ ଦରଦାମ ବୃଦ୍ଧିରେ ଓଡ଼ିଶା ଏକ ନମ୍ବର ଥିଲା। ସ୍ଥିତି ଏବେ ଧୀରେ ଧୀରେ ସୁଧୁରୁଛି। ବିଜେଡି ନିଜର ଅସ୍ତିତ୍ୱ ବଜାୟ ରଖିବା ପାଇଁ ବିଜେଡି ଆନ୍ଦୋଳନ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    29.4 ° C
    29.4 °
    29.4 °
    34 %
    1.4kmh
    27 %
    Wed
    32 °
    Thu
    38 °
    Fri
    40 °
    Sat
    40 °
    Sun
    41 °

    ସମ୍ବନ୍ଧିତ