Sunday, February 1, 2026
30 C
Odisha

    ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି, କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   ଦାଦନ ରୋକିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରସ୍ତୁତି ।  ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ ।  ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶାର ଟିମ ।  କାହିଁକି ସେମାନେ ସେହି ରାଜ୍ୟକୁ ଯାଉଛନ୍ତି ସେହି ରାଜ୍ୟ ସରକାରଙ୍କ ସହ ଆଲୋଚନା କରି କାରଣ ଖୋଜିବେ ସରକାର । ପୂର୍ବ ବର୍ଷ ଅପେକ୍ଷା ଏଥର ଦାଦନ କମିଛି କିନ୍ତୁ ସମ୍ପୂର୍ଣ୍ଣ ରୋକିବାକୁ ବିଭିନ୍ନ ଦିଗ ଉପରେ ଚର୍ଚ୍ଚା ଆଲୋଚନା କରୁଛନ୍ତି ରାଜ୍ୟ ସରକାର ।

    ପ୍ରକାଶଯୋଗ୍ୟ , ପ୍ରତି ବର୍ଷ ଶହ ଶହ ଲୋକେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଥିବା ବେଳେ ବିଭିନ୍ନ ଅତ୍ୟାଚାରର ଶିକାର ହୋଇ ଫେରିଥାନ୍ତି ।  କେତେବେଳେ ଦାଦାଙ୍କ ମୃତ ଦେହ ରାଜ୍ୟକୁ ଫେରି ଥାଏ  ।   ଦାଦନ ରୋକିବା ପାଇଁ ସରକାର ଏବେ ଯୋଜନା ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ନେଉଥିବା ଜଣାଯାଇଛି  ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30 ° C
    30 °
    30 °
    26 %
    3.2kmh
    87 %
    Sun
    28 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ