Friday, October 16, 2026
21.9 C
Odisha

    ଦାର୍ଜିଲିଂରେ ଭୂସ୍ଖଳନ : ପୋଲ ଭୁଶୁଡି ୬ ମୃତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ପଶ୍ଚିମବଙ୍ଗର ଦାର୍ଜିଲିଂ ଜିଲ୍ଲାର ମିରିକରେ ଅଭାବନୀୟ ଘଟଣା ଘଟିଛି। ପ୍ରବଳ ବର୍ଷା ଯୋଗୁଁ ମିରିକ୍ ଏବଂ କର୍ସିଓଙ୍ଗକୁ ସଂଯୋଗ କରୁଥିବା ଡୁଡିଆ ଲୁହା ସେତୁ ଭୁଶୁଡି ପଡିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭୂସ୍ଖଳନ ଯୋଗୁଁ ରାସ୍ତା ଗୁଡିକ କାଦୁଅ ତଳେ ପୋତିହୋଇରହିଛି। ସେପଟେ ଲଘୁଚାପ କ୍ଷେତ୍ର ପ୍ରଭାବରେ ସୋମବାର ସକାଳ ପର୍ଯ୍ୟନ୍ତ ଉପ ହିମାଳୟ ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଦାର୍ଜିଲିଂ , କାଲିମପଙ୍ଗ, କୁଚ୍ ବିହାର, ଜଳପାଇଗୁଡି ଏବଂ ଆଲିପୁରଦୁଆରରେ ଅତି ପ୍ରବଳ ହେବା ନେଇ ସତର୍କତା ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    98 %
    1kmh
    72 %
    Fri
    28 °
    Sat
    28 °
    Sun
    29 °
    Mon
    30 °
    Tue
    30 °

    ସମ୍ବନ୍ଧିତ