Wednesday, April 1, 2026
35.5 C
Odisha

    ଦାୟିତ୍ୱ ନେବାପରେ ପଟ୍ଟିଦିଅଁଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ

    ଆଗକୁ ପଢନ୍ତୁ

    ଓଡ଼ିଶାର ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା। ଦାୟିତ୍ବ ଗ୍ରହଣ କରିବା ପରେ ପୁରୀରେ ପଟ୍ଟିଦିଅଁଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ। ପ୍ରଦୀପ ଜେନାଙ୍କ କାର୍ଯ୍ଯକାଳ ସରିବା ପରେ ସେ ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ସହିତ ସେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ସଚିବ ଭାବେ ମଧ୍ୟ ଦାୟିତ୍ଵ ଗ୍ରହଣ କରିଛନ୍ତି। ବିଦାୟୀ ସିଏସ ପ୍ରଦୀପ ଜେନା ମନୋଜଙ୍କୁ ଦାୟିତ୍ବ ହସ୍ତାନ୍ତର କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.5 ° C
    35.5 °
    35.5 °
    20 %
    1.2kmh
    4 %
    Wed
    39 °
    Thu
    41 °
    Fri
    41 °
    Sat
    39 °
    Sun
    38 °

    ସମ୍ବନ୍ଧିତ