Sunday, October 4, 2026
28.6 C
Odisha

    ଦିଗ୍‌ଜ୍ୟୋତି ଶିକ୍ଷାବୃତି ପାଇଁ ଆବେଦନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର, ଅଗଷ୍ଟ ୨୮: ଓଡିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ପ୍ରାକ୍ତନ କୁଳପତି ତଥା ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳାଧିପତି ପ୍ରଫେସର ଖଗେଶ୍ୱର ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ଦିଗ୍‌ଜ୍ୟୋତି ଚାରିଟେବୁଲ ଏଜୁକେସନାଲ ଟ୍ରଷ୍ଟ ତରଫରୁ ପୂର୍ବ ବର୍ଷମାନଙ୍କ ଭଳି ଚଳିତ ବର୍ଷ ମଧ୍ୟ ଯୁକ୍ତ ଦୁଇ ଅଥବା ଯୁକ୍ତ ତିନି ପ୍ରଥମ ବର୍ଷରେ ନାମ ଲେଖାଇଥିବା ଯୋଗ୍ୟ ବିବେଚିତ ମେଧାବୀ ଅନାଥ, ଗରିବ ଓ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ଚଳିତ ୨୦୨୪-୨୫ ଶିକ୍ଷା ବର୍ଷରେ ବିଭିନ୍ନ ବାର୍ଷିକ ଶିକ୍ଷାବୃତି ପ୍ରଦାନ କରାଯିବ ।
    ଏଥିପାଇଁ ଟ୍ରଷ୍ଟର ଡରଭଗ୍ଦସଗ୍ଧର ( ଙ୍ଗଙ୍ଗଙ୍ଗ.ୟସଶହଚ୍ଚକ୍ଟଗ୍ଧସ.କ୍ଟକ୍ସଶ) ର ଘୋଷଣାରେ ସୂଚିତ ଯୋଗ୍ୟତା ଭିତିରେ ସେଥିରେ ଉପଲବ୍ଧ ଭିନ୍ନ ଭିନ୍ନ ବୃତି ପାଇଁ ଉଦ୍ଦିଷ୍ଟ ଫର୍ମରେ ସେପ୍ଟେମ୍ବର ୩୦ , ୨୦୨୪ ପୂର୍ବରୁ ଟ୍ରଷ୍ଟ ଠିକଣାରେ ଦରଖାସ୍ତ ଆହ୍ୱାନ କରାଯାଇଅଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.6 ° C
    28.6 °
    28.6 °
    69 %
    1.5kmh
    4 %
    Sun
    26 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ