Tuesday, October 13, 2026
30.8 C
Odisha

    ଦିନକ ପରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଚାଲିଛି ଜୋରଦାର ପ୍ରସ୍ତୁତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦିନକ ପରେ ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି ।  କମିସନରେଟ ପୋଲିସର ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।  ବିଧାନସଭା ସୁରକ୍ଷା ସହ ରାଷ୍ଟ୍ରପତିଙ୍କ ସୁରକ୍ଷା ନେଇ ମଧ୍ୟ ଆଲୋଚନା ହୋଇଛି। ୨୭ ତାରିଖ ଅପରାହ୍ନ ୨ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଂଚିବେ । ରାଜଭବନରେ ରାତ୍ରି ଯାପନ କରି ୨୮ ତାରିଖରେ ବିଧାନସଭା କାର୍ଯ୍ୟକ୍ରମରେ ଯୋଗଦେବେ। ତେଣୁ ବିଧାନସଭା ପରିସରରେ ୩୩ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ରାଷ୍ଟ୍ରପତିଙ୍କ ପାଇଁ ଅଧିକ ୨୫ ପ୍ଲାଟୁନ ଫୋର୍ସ ନିୟୋଜିତ ହେବେ। ୧୫୦ରୁ ଅଧିକ ଅଫିସରଙ୍କୁ ମୁତୟନ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    30.8 ° C
    30.8 °
    30.8 °
    50 %
    1.9kmh
    19 %
    Tue
    31 °
    Wed
    29 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ