Thursday, October 8, 2026
29.4 C
Odisha

    ଦିଲ୍ଲୀକୁ ଉଡ଼ାଣ ଭରିଥିବା ଏୟାର ଇଣ୍ଡିଆ ବିମାନ ଆର୍ୟଲାଣ୍ଡରେ ଜରୁରୀ ଅବତରଣ, ସମସ୍ତ ଯାତ୍ରୀ ସୁରକ୍ଷିତ

    ଆଗକୁ ପଢନ୍ତୁ

     

    ଏୟାର ଇଣ୍ଡିଆର ଜଣେ ମୁଖପାତ୍ର କହିଛନ୍ତି, ମାର୍ଚ୍ଚ ୧୫ ତାରିଖରେ, ଏକ ଯାନ୍ତ୍ରିକ ସମସ୍ୟା ଯୋଗୁଁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ନ୍ୟୁୟର୍କରୁ ଦିଲ୍ଲୀ ଆସୁଥିବା ବିମାନ ଏଆଇ-୧୦୨ କୁ ଆୟର୍ଲାଣ୍ଡର ଶାନନକୁ ସ୍ଥାନାନ୍ତର କରାଯାଇଥିଲା । ବିମାନଟି ସ୍ଥାନୀୟ ସମୟ ଭୋର୍ ୪:୩୦ ରେ ଶାନନ ବିମାନବନ୍ଦରରେ ସୁରକ୍ଷିତ ଭାବରେ ଅବତରଣ କରିଥିଲା । ବିମାନରେ ଥିବା ସମସ୍ତ ଯାତ୍ରୀ ଏବଂ କର୍ମଚାରୀ ବର୍ତ୍ତମାନ ସୁରକ୍ଷିତ ଅଛନ୍ତି ।

    ଏୟାରଲାଇନ ପକ୍ଷରୁ କୁହାଯାଇଛି ଯେ, ଯାତ୍ରୀମାନଙ୍କୁ ହୋଇଥିବା ଅସୁବିଧା ପାଇଁ ଆମେ ଦୁଃଖିତ । ଆମେ ଆମର ଯାତ୍ରୀ ଏବଂ କର୍ମଚାରୀଙ୍କୁ ସମସ୍ତ ଆବଶ୍ୟକୀୟ ସହାୟତା ଯୋଗାଇବା ପାଇଁ ଶାନନ୍ ବିମାନବନ୍ଦର କର୍ତ୍ତୃପକ୍ଷ ଏବଂ ସ୍ଥାନୀୟ ଏଜେନ୍ସିଗୁଡ଼ିକ ସହିତ ଯୋଗାଯୋଗରେ ରହିଛନ୍ତି ।

     

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.4 ° C
    29.4 °
    29.4 °
    61 %
    1.4kmh
    0 %
    Thu
    30 °
    Fri
    30 °
    Sat
    30 °
    Sun
    30 °
    Mon
    30 °

    ସମ୍ବନ୍ଧିତ