Sunday, October 4, 2026
29.6 C
Odisha

    ଦିଲ୍ଲୀରୁ ଫେରିବା ପରେ ମନମୋହନ ସାମଲଙ୍କ ବଡ ବୟାନ: କହିଲେ, ମେଣ୍ଟ ନେଇ ଆଲୋଚନା ହୋଇନି, ଏକାକୀ ନିର୍ବାଚନ ଲଢିବ ବିଜେପି

    ଆଗକୁ ପଢନ୍ତୁ

    ମେଣ୍ଟ ଚର୍ଚ୍ଚାକୁ ନେଇ ମନମୋହନ ସାମଲଙ୍କ ପ୍ରତିକ୍ରିୟା । କହିଲେ, ଏକାକୀ ବିଧାନସଭା ଓ ଲୋକସଭା ନିର୍ବାଚନ ଲଢିବ ବିଜେପି । ମେଣ୍ଟ ନେଇ କୌଣସି ଆଲୋଚନା ହୋଇନି । ଓଡିଶାରେ ବିଜେପି ସରକାର ଗଠନ ନେଇ ଚର୍ଚ୍ଚା ହୋଇଛି । ଓଡିଶାରେ ୧୪୭ ଓ ୨୧ ଲୋକସଭା ଆସନରେ ପ୍ରାର୍ଥୀ ଦେବ ବିଜେପି । ଉଭୟ ବିଧାନସଭା ଓ ଲୋକସଭା ଆସନରେ ଏକାକୀ ଲଢିବ ବିଜେପି । ଦିଲ୍ଲୀରୁ ଫେରିବା ପରେ ବଡ ବୟାନ ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ