Monday, September 28, 2026
29.4 C
Odisha

    ଦିଲ୍ଲୀ ଏମ୍ସ ସ୍ଥାନାନ୍ତରିତ ହେଲେ ସୁରେଶ ପୂଜାରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର  : ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏନେଇ ଏମ୍ସ ଭୁବନେଶ୍ବର ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସକାଳ ୯ଟାରେ ଦିଲ୍ଲୀ ବାହାରିଲେ ସୁରେଶ ପୂଜାରୀ । ମଙ୍ଗଳବାର ରାତିରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ ହୋଇଥିଲେ । ଛାତିରେ ପ୍ରବଳ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ଭୁବନେଶ୍ୱର ଏମ୍ସ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ଏମ୍ସର ଏକ ସ୍ୱତନ୍ତ୍ର ଡାକ୍ତରୀ ଦଳ ତାଙ୍କର ବିଭିନ୍ନ ପରୀକ୍ଷା ନିରୀକ୍ଷା କରିଥିଲେ । ଆଜି ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.4 ° C
    29.4 °
    29.4 °
    68 %
    2.9kmh
    13 %
    Mon
    28 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ