Wednesday, October 7, 2026
31.4 C
Odisha

    ଦିଲ୍ଲୀ ଗସ୍ତ ନେଇ କଳ୍ପନା ଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ନବୀନ, ସୋସିଆଲ ମିଡିଆ ଏକ୍ସରେ ଦେଲେ ପ୍ରତିକ୍ରିୟା

    ଆଗକୁ ପଢନ୍ତୁ

    ଭୁବନେଶ୍ବର  :  ଦିଲ୍ଲୀ ଗସ୍ତ ନେଇ କଳ୍ପନା ଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପକାଇଲେ ନବୀନ ପଟ୍ଟନାୟକ। ଉପ ରାଷ୍ଟ୍ରପତି ନିର୍ବାଚନ ସହ ତାଙ୍କ ଦିଲ୍ଲୀ ଗସ୍ତର କୌଣସି ସମ୍ପର୍କ ନାହିଁ। ଏହା ତାଙ୍କର ସମ୍ପୂର୍ଣ୍ଣ ବ୍ୟକ୍ତିଗତ। କୌଣସି ରାଜ୍ୟସଭା ସାଂସଦ ମାନଙ୍କୁ ମଧ୍ଯ ଭେଟିବାର ନାହିଁ। ନବୀନଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚାଲିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଛେଦ ଟାଣିଛନ୍ତି ନିଜେ ନବୀନ ପଟ୍ଟନାୟକ।

    ଗତକାଲି ଏକ୍ସରେ ବିରୋଧୀ ଦଳ ନେତା କହିଛନ୍ତି ମୁଁ କିଛିଦିନ ପାଇଁ ଦିଲ୍ଲୀ ଆସିଛି, କିଛି ସାମାଜିକ ପ୍ରତିବଦ୍ଧତା ପାଇଁ। ନବୀନଙ୍କ ଏହି ପ୍ରତିକ୍ରିୟା ଆସିବା ପରେ ନବୀନଙ୍କ ଦିଲ୍ଲୀ ଗସ୍ତ ସହ ଉପ ରାଷ୍ଟ୍ରପତି ନିର୍ବାଚନ ନେଇ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡିଛି । କିନ୍ତୁ ଉପ ରାଷ୍ଟ୍ରପତି ନିର୍ବାଚନରେ ବିଜେଡ଼ିର ଆଭିମୁଖ୍ୟ କଣ ହେବ ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ