Saturday, July 18, 2026
23.8 C
Odisha

    ଦିଲ୍ଲୀ ବିସ୍ଫୋରଣ ଘଟଣାରେ ବଡ଼ ଖୁଲାସା: ଉମର ବିସ୍ଫୋରଣ କରିଥିବା ନେଇ DNA ଟେଷ୍ଟରୁ ଜଣାପଡ଼ିଲା ସତ

    ଆଗକୁ ପଢନ୍ତୁ

     

    ବିସ୍ଫୋରଣ ହୋଇଥିବା ଗାଡିର ଖଣ୍ଡବିଖଣ୍ଡିତ ଅଂଶ, ଗୋଟିଏ କଟା ହାତ, ହାଡ ଓ ଦାନ୍ତ ଉଦ୍ଧାର କରିଥିଲେ ଫୋରେନସିକ୍ ଟିମ୍। ପରେ ନବୀଙ୍କ ମା ସମିମା ବାନୋଙ୍କ ଠାରୁ ସଂଗୃହିତ DNA ନମୁନା ସହ ମେଳ କରାଯାଇଥିଲା । ଯାହା ୧୦୦ ପ୍ରତିଶତ ମେଳ କରିଛି । ପରେ ବିସ୍ଫୋରଣ ଘଟାଇଥିବା ଗାଡିର ଚାଳକ ଉମର ନବୀ ଥିଲେ ବୋଲି ସ୍ପଷ୍ଟ ହୋଇଛି । ଗୁଲାମ ନବୀ ଭଟ୍ଟଙ୍କ ପୁଅ ଡାକ୍ତର ନବୀ ହରିୟାଣାର ଫରିଦାବାଦରେ ଥିବା ଅଲ-ଫାଲହ ମେଡିକାଲ କଲେଜରେ ମେଡିସିନ୍ ର ଜଣେ ସହକାରୀ ପ୍ରଫେସର ଥିଲେ । ସେ ଜୈଶ୍-ଏ-ମହମ୍ମଦ ସମର୍ଥିତ ଆତଙ୍କୀ ନେଟୱର୍କର ମୁଖ୍ୟ ସଦସ୍ୟ ଥିଲେ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.8 ° C
    23.8 °
    23.8 °
    93 %
    1.4kmh
    100 %
    Sat
    30 °
    Sun
    30 °
    Mon
    27 °
    Tue
    27 °
    Wed
    26 °

    ସମ୍ବନ୍ଧିତ