Thursday, September 19, 2024
24.5 C
Odisha

    ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ

    ଆଗକୁ ପଢନ୍ତୁ

    ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଅନ୍ତରୀଣ ଜାମିନ ପ୍ରଦାନ କଲେ ମାନ୍ୟବର ସୁପ୍ରିମକୋର୍ଟ । ED ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଅନ୍ତରୀଣ ଜାମିନ । EDର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଥିଲେ ଅରବିନ୍ଦ କେଜ୍ରିୱାଲ । ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଦୀପକାନ ଦତ୍ତାଙ୍କୁ ନେଇ ସୁପ୍ରିମକୋର୍ଟର ଦୁଇ ଜଣିଆ ଖଣ୍ଡପୀଠ ଆଜି ରାୟ ପ୍ରକାଶ କରିଛନ୍ତି । ଏଥିସହ ସୁପ୍ରିମକୋର୍ଟ ତାଙ୍କର ମାମଲାକୁ ଉପରିସ୍ଥ ଖଣ୍ଡପୀଠକୁ ହସ୍ତାନ୍ତର କରିଛନ୍ତି । ୩ ଜଣିଆ ଖଣ୍ଡପୀଠରେ ହେବ ମାମଲାର ଶୁଣାଣି । ଏହି ମାମଲାରେ ପ୍ରଧାନ ବିଚାରପତି ୩ ଜଣ ବିଚାରପତିଙ୍କୁ ନିଯୁକ୍ତି ଦେବେ। ବୃହତ ଖଣ୍ଡପୀଠରେ ମାମଲାର ଶୁଣାଣି ନ ହେବା ପର୍ଯ୍ୟନ୍ତ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରାଯାଇଛି । କିନ୍ତୁ ଜାମିନ ସତ୍ତ୍ବେ କେଜ୍ରିୱାଲ ଏବେ ଜେଲରୁ ମୁକୁଳିପାରିବେ ନାହିଁ । ଅବକାରୀ ନୀତି ଦୁର୍ନୀତି ମାମଲାରେ ସିବିଆଇ ଗିରଫ କରିଥିବାରୁ କେଜ୍ରିୱାଲ ଏବେ ତିହାର ଜେଲରେ ରହିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    91 %
    1.4kmh
    97 %
    Thu
    24 °
    Fri
    31 °
    Sat
    31 °
    Sun
    30 °
    Mon
    30 °

    ସମ୍ବନ୍ଧିତ