Sunday, August 9, 2026
29.4 C
Odisha

    ଦୀଘା ଶ୍ରୀଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ କୁହାଯାଇପାରିବ ନାହିଁ, ପୁରୀରେ ସେବାୟତଙ୍କ ତୀବ୍ର ବିରୋଧ

    ଆଗକୁ ପଢନ୍ତୁ

    ପୁରୀ : ପଶ୍ଚିମବଙ୍ଗର ଦୀଘାରେ ଅକ୍ଷୟ ତୃତୀୟା ତିଥିରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ନେଇ ବିବାଦ ଦେଖା ଦେଉଛି। ସେଠାରେ ଜଗନ୍ନାଥ ମନ୍ଦିର ହେବା ଖୁସିର କଥା । କିନ୍ତୁ ଜଗନ୍ନାଥ ଧାମ ନାମକରଣ କରିବା ଓ ବ୍ରହ୍ମ ସ୍ଥାପନକୁ ନେଇ ପୁରୀରେ ସେବାୟତମାନେ ତୀବ୍ର ବିରୋଧ କରିଛନ୍ତି। ପୁରୀର କିଛି ଦଇତାପତି ସେବାୟତ ପ୍ରତିଷ୍ଠା ଉତ୍ସବରେ ସାମିଲ ହେବା ଏହି ବିବାଦକୁ ବଢ଼ାଉଛି । ଦୀଘା ଜଗନ୍ନାଥ ମନ୍ଦିର ଏକ ଦର୍ଶନୀୟ ଓ ପର୍ଯ୍ୟଟନସ୍ଥଳୀ ହୋଇପାରେ କିନ୍ତୁ କୌଣସି ପରିସ୍ଥିତିରେ ଏହାକୁ ଜଗନ୍ନାଥ ଧାମ କୁହାଯାଇପାରିବ ନାହିଁ। ଜଗନ୍ନାଥ ଧାମ ନାମକରଣ ଏକ ଚକ୍ରାନ୍ତ ବୋଲି ଅଭିଯୋଗ ହୋଇଛି । ଏଥିସହ ପ୍ରସ୍ତର ମୂର୍ତ୍ତି ସ୍ଥାପିତ ହୋଇପାରିବ ନାହିଁ ବୋଲି ବରିଷ୍ଠ ସେବାୟତ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    29.4 ° C
    29.4 °
    29.4 °
    75 %
    1.5kmh
    100 %
    Sun
    30 °
    Mon
    26 °
    Tue
    30 °
    Wed
    30 °
    Thu
    30 °

    ସମ୍ବନ୍ଧିତ